Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 10:13 - ପବିତ୍ର ବାଇବଲ

13 ତା'ପରେ ଯୋୟାବ ଏବଂ ତାଙ୍କର ସୈନ୍ୟମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅରାମୀୟମାନେ ଯୋୟାବଙ୍କ ସୈନ୍ୟମାନଙ୍କଠାରୁ ପରାସ୍ତ ହୋଇ ଛାଡ଼ି ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।

Gade chapit la Kopi




2 ଶାମୁୟେଲ 10:13
6 Referans Kwoze  

ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାଙ୍କୁ ସାହାଯ୍ୟ କରିବାକୁ ଆସିଲେ। କିନ୍ତୁ ଦାଉଦ ସେହି 22,000 ଅରାମୀୟମାନଙ୍କୁ ପରାସ୍ତ କଲେ।


ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ, ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ଯେପରି ନିଆଁରେ ମହମ ତରଳି ଯାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।


Swiv nou:

Piblisite


Piblisite