2 ଶାମୁୟେଲ 10:14 - ପବିତ୍ର ବାଇବଲ14 ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନୀୟମାନେ ଅବୀଶୟଙ୍କ ସମ୍ମୁଖରୁ ନିଜର ନଗରକୁ ପଳାୟନ କଲେ। ତା'ପରେ ଯୋୟାବ ଅମ୍ମୋନୀୟଙ୍କୁ ଆକ୍ରମଣ କରି ସାରିବା ପରେ ଯିରୁଶାଲମକୁ ଫେରି ଆସିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁଣଫେରି ଆସିଲା। Gade chapit laଓଡିଆ ବାଇବେଲ14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା। Gade chapit la |