2 ଶାମୁୟେଲ 10:16 - ପବିତ୍ର ବାଇବଲ16 ହଦଦେଷର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରିରେ ଅରାମୀୟମାନଙ୍କୁ ଅଣାଇଲେ। ତେଣୁ ସେମାନେ ହେଲେମକୁ ଆସିଲେ। ହଦଦେଷର ସେନାପତି ଶୋବକ ସେମାନଙ୍କର ନେତା ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ହଦଦେଷର ଲୋକ ପଠାଇ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା। Gade chapit laଓଡିଆ ବାଇବେଲ16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା। Gade chapit la |