2 ଶାମୁୟେଲ 10:19 - ପବିତ୍ର ବାଇବଲ19 ହଦଦେଷରଙ୍କର ସେବା କରୁଥିବା ରାଜାମାନେ ଦେଖିଲେ ଯେ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେଣି ଓ ସେ ଇସ୍ରାଏଲୀୟମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କର ସେବକ ହେଲେ। ଅରାମୀୟମାନେ ପୁନ୍ନରାୟ ଅମ୍ମୋନୀୟମାନଙ୍କୁ ସାହାଯ୍ୟ କରିବାକୁ ଭୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ। Gade chapit laଓଡିଆ ବାଇବେଲ19 ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ। Gade chapit la |