Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 10:7 - ପବିତ୍ର ବାଇବଲ

7 ଦାଉଦ ଏହା ଶୁଣି ଯୋୟାବଙ୍କ ସହିତ ସାହସୀ ସୈନ୍ୟଦଳକୁ ଯୁଦ୍ଧ ପାଇଁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

Gade chapit la Kopi




2 ଶାମୁୟେଲ 10:7
4 Referans Kwoze  

ଅମ୍ମୋନୀୟମାନେ ହୃଦୟଙ୍ଗମ କଲେ ଯେ, ରାଜା ଦାଉଦ ସେମାନଙ୍କୁ ବର୍ତ୍ତମାନ ତାଙ୍କର ଶତ୍ରୁ ବୋଲି ବିବେଚନା କଲେ। ତେଣୁ ସେମାନେ 20,000 ଅରାମୀୟ ସୈନ୍ୟମାନଙ୍କୁ ବୈଥ-ରହୋବ ଓ ସୋବାରୁ 1,000 ଜଣ ମାଖାର ରାଜାଙ୍କଠାରୁ ଏବଂ ଟୋବରୁ 12,000 ସୈନ୍ୟ ଭଡ଼ାରେ ଆଣିଲେ।


ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ।


Swiv nou:

Piblisite


Piblisite