2 ଶାମୁୟେଲ 11:10 - ପବିତ୍ର ବାଇବଲ10 ଦାସମାନେ ଦାଉଦଙ୍କୁ କହିଲେ, “ଊରିୟ ଘରକୁ ଯାଇ ନାହାନ୍ତି।” ତା'ପରେ ଦାଉଦ ଊରିୟକୁ କହିଲେ, “ତୁମ୍ଭେ ଦୂର ଯାତ୍ରାରୁ ଆସିଲ। ତୁମ୍ଭେ ଗୃହକୁ ଗଲ ନାହିଁ କାହିଁକି?” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ? Gade chapit laଓଡିଆ ବାଇବେଲ10 ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କ’ଣ ଯାତ୍ରାରୁ ଆସି ନାହଁ ? ଆପଣା ଗୃହକୁ କାହିଁକି ଗଲ ନାହିଁ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?” Gade chapit la |