Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:15 - ପବିତ୍ର ବାଇବଲ

15 ଦାଉଦ ଏହା ପତ୍ରରେ ଲେଖି ଥିଲେ, “ଯେଉଁ କ୍ଷେତ୍ରରେ ଘମାଘୋଟ ଯୁଦ୍ଧ ହୁଏ, ସେଠାରେ ଊରିୟକୁ ଆଗଧାଡ଼ିରେ ରଖ। ତା'ପରେ ତାକୁ ସେଠାରେ ଏକା ଛାଡ଼ିଦିଅ, ଯେପରି ସେ ଯୁଦ୍ଧରେ ହତ୍ୟା ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପତ୍ରରେ ସେ ଏହା ଲେଖିଥିଲେ, ଯଥା, ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।

Gade chapit la Kopi

ଓଡିଆ ବାଇବେଲ

15 ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”

Gade chapit la Kopi




2 ଶାମୁୟେଲ 11:15
12 Referans Kwoze  

ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକୁ ଅବଜ୍ଞା କଲ? ସେ ଯାହା ଭୁଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀୟ ଊରିୟକୁ ମାରି ତା’ ସ୍ତ୍ରୀକୁ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅମ୍ମୋନୀୟମାନଙ୍କ ଖଣ୍ତାଦ୍ୱାରା ଊରିୟକୁ ମାରି ଅଛ।


କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”


ସଦାପ୍ରଭୁଙ୍କ ବିଷୟରେ ଗାନ କର, ତାଙ୍କର ପ୍ରଶଂସା କର। କାରଣ ସେ ଦୁଷ୍ଟାଗ୍ଭରୀଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।


ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର। ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ! ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।


ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।


ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ୟରୁ କେତେକ ଲୋକ ମୃତ୍ୟୁବରଣ କଲେ ଓ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।


ଶାଉଲ ସେମାନଙ୍କୁ କହିଲେ, “ତୁମ୍ଭେ ଦାଉଦଙ୍କୁ ଏ କଥା କୁହ, ‘ରାଜା ଗ୍ଭହାନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅ ପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରୁ ପ୍ରତିଶୋଧ ନେବାକୁ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସୁନ୍ନତ ଚର୍ମ ଗ୍ଭହାନ୍ତି।’” ପଲେଷ୍ଟୀୟମାନଙ୍କ ଦ୍ୱାରା ଦାଉଦଙ୍କୁ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା।


ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।”


ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ଅମ୍ମୋନୀୟ ସାହସୀ ସୈନ୍ୟମାନେ ଯେଉଁଠାରେ ଥିଲେ ସେ ଦେଖିଲେ ଏବଂ ସେ ଊରିୟକୁ ସେହି ସ୍ଥାନକୁ ଯିବା ପାଇଁ ଆଦେଶ ଦେଲେ।


ସଦାପ୍ରଭୁଙ୍କ ପ୍ରୀତି ନିମନ୍ତେ ଦାଉଦ ସର୍ବଦା ଯଥାର୍ଥ କାର୍ଯ୍ୟ କରୁଥିଲେ। କେବଳ ହିତ୍ତୀୟ ଉରିୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ନିଜ ଜୀବନ କାଳରେ ସଦାପ୍ରଭୁଙ୍କ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।


ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।


“ଯାହାର ଅନ୍ତଃକରଣ ସବୁଠାରୁ କପଟମୟ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କେହି ଜାଣି ପାରିବେ ନାହିଁ।


Swiv nou:

Piblisite


Piblisite