2 ଶାମୁୟେଲ 11:16 - ପବିତ୍ର ବାଇବଲ16 ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ଅମ୍ମୋନୀୟ ସାହସୀ ସୈନ୍ୟମାନେ ଯେଉଁଠାରେ ଥିଲେ ସେ ଦେଖିଲେ ଏବଂ ସେ ଊରିୟକୁ ସେହି ସ୍ଥାନକୁ ଯିବା ପାଇଁ ଆଦେଶ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା। Gade chapit laଓଡିଆ ବାଇବେଲ16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା। Gade chapit la |