Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:18 - ପବିତ୍ର ବାଇବଲ

18 ତା'ପରେ ଯୋୟାବ ଯାହାସବୁ ଯୁଦ୍ଧରେ ହେଲା ସେ ଖବର ଦାଉଦଙ୍କ ନିକଟକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତେବେ ଯୋୟାବ ଲୋକ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;

Gade chapit la Kopi

ଓଡିଆ ବାଇବେଲ

18 ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;

Gade chapit la Kopi




2 ଶାମୁୟେଲ 11:18
3 Referans Kwoze  

ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ୟରୁ କେତେକ ଲୋକ ମୃତ୍ୟୁବରଣ କଲେ ଓ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।


ସେ ଦୂତକୁ ଆଜ୍ଞା ଦେଲେ, ଯୁଦ୍ଧରେ ଘଟୁଥିବା ସବୁ ଘଟଣା ରାଜାଙ୍କୁ କୁହ।


ତା'ପରେ ଦୂତ ଆସି ଯେହୂଙ୍କୁ କହିଲା, “ସେମାନେ ରାଜପୁତ୍ରମାନଙ୍କର କଟାମୁଣ୍ତ ଆଣିଛନ୍ତି।” ତା'ପରେ ଯେହୂ କହିଲେ, “ସେଗୁଡ଼ିକୁ ନଗରର ଦ୍ୱାର ଦେଶରେ ଦୁଇଟି ଗଦାକରି ସକାଳ ପର୍ଯ୍ୟନ୍ତ ରଖ।”


Swiv nou:

Piblisite


Piblisite