Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:22 - ପବିତ୍ର ବାଇବଲ

22 ସେ ଦୂତ ଯାଇ ଯୋୟାବ କହିଥିବା କଥା ରାଜା ଦାଉଦଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେସମସ୍ତ ଦାଉଦଙ୍କୁ ଯାଇ ଜଣାଇଲା।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହିସବୁ ଦାଉଦଙ୍କୁ ଯାଇ ଜଣାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା।

Gade chapit la Kopi




2 ଶାମୁୟେଲ 11:22
2 Referans Kwoze  

ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀଲୋକ ପ୍ରାଚୀରରୁ ତାହା ଉପରକୁ ଚକିର ଉପର ପଟ ପକାନ୍ତେ ସେ କ’ଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ନିଜର ଦାସ ହିତ୍ତୀୟ ଊରିୟ ମଧ୍ୟ ମରିଅଛି।’”


ସେହି ଦୂତ ଜଣକ ରାଜା ଦାଉଦଙ୍କୁ କହିଲା, “ସେହି ଅମ୍ମୋନୀୟ ଲୋକମାନେ ଆମ୍ଭମାନଙ୍କୁ ଖୋଲା ପଡ଼ିଆରେ ଆକ୍ରମଣ କଲେ, ତା'ପରେ ଆମ୍ଭେ ନଗରର ଫାଟକ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼େଇ ନେଲୁ।


Swiv nou:

Piblisite


Piblisite