Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:24 - ପବିତ୍ର ବାଇବଲ

24 ଏଥିରେ ଧନୁର୍ଦ୍ଧାରୀମାନେ ପ୍ରାଚୀରରୁ ଆପଣଙ୍କର ଦାସମାନଙ୍କ ଉପରେ ତୀର ନିକ୍ଷେପ କଲେ। ତେଣୁ ମହାରାଜଙ୍କର କିଛି ଦାସ ମୃତ୍ୟୁବରଣ କଲେ ଓ ଆପଣଙ୍କର ଦାସ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”

Gade chapit la Kopi




2 ଶାମୁୟେଲ 11:24
4 Referans Kwoze  

ସେହି ଦୂତ ଜଣକ ରାଜା ଦାଉଦଙ୍କୁ କହିଲା, “ସେହି ଅମ୍ମୋନୀୟ ଲୋକମାନେ ଆମ୍ଭମାନଙ୍କୁ ଖୋଲା ପଡ଼ିଆରେ ଆକ୍ରମଣ କଲେ, ତା'ପରେ ଆମ୍ଭେ ନଗରର ଫାଟକ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼େଇ ନେଲୁ।


ଦାଉଦ ଦୂତକୁ କହିଲେ, “ଯୋୟାବକୁ ଏହି ବାର୍ତ୍ତା ଦିଅ: ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକୁ ଆଖିବୁଜା ଭାବରେ ହତ୍ୟା କରି ପାରିବ। ରବ୍ବା ବିରୁଦ୍ଧରେ ଏକ ଜୋ‌ର୍‌ଦାର ଆକ୍ରମଣ କର ଏବଂ ତୁମ୍ଭେ ଜୟଲାଭ କରିବ।’ ଏହିସବୁ ବାକ୍ୟରେ ଯୋୟାବକୁ ଉତ୍ସାହିତ କର।”


ସେମାନଙ୍କର ଭବିଷ୍ୟଦ୍ ବଂଶଧରଗଣ ହି‌ଷ୍‌ବୋନଠାରୁ ଦୀବୋନ ପର୍ଯ୍ୟନ୍ତ ଧ୍ୱଂସ ହୋଇଛନ୍ତି। ଆମ୍ଭେମାନେ ସେମାନଙ୍କୁ ଶର ନିକ୍ଷେପ କରିଅଛୁ। ହି‌ଷ୍‌ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ହେଲା। ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ଯାହା ମେଦବା ନିକଟରେ ଅଛି।”


ଦାଉଦ ହିତ୍ତୀୟ ଅହୀମେଲକକୁ ଓ ସରୁୟାରର ପୁତ୍ର ଯୋୟାବର ଭ୍ରାତା, ଅବୀଶୟକୁ ପଗ୍ଭରିଲେ, “ମୋ’ ସଙ୍ଗରେ ଶାଉଲଙ୍କ ଛାଉଣି ନିକଟକୁ କିଏ ଯିବ।” ତହିଁରେ ଅବୀଶୟ ଉତ୍ତର ଦେଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Swiv nou:

Piblisite


Piblisite