Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:3 - ପବିତ୍ର ବାଇବଲ

3 ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସେହି ସ୍ତ୍ରୀ ବିଷୟରେ ବୁଝିଲେ। ସେ ଜାଣିବାକୁ ପାଇଲେ ଯେ, “ସେ ହେଉଛନ୍ତି ଇଲିୟାମର ଝିଅ ହିତ୍ତୀୟ ଊରିୟର ସ୍ତ୍ରୀ, ବ‌‌ତ୍‌‌ଶେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ?

Gade chapit la Kopi

ଓଡିଆ ବାଇବେଲ

3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କ’ଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?”

Gade chapit la Kopi




2 ଶାମୁୟେଲ 11:3
10 Referans Kwoze  

ହିତ୍ତୀୟ ଊରିୟ, ସର୍ବସୁଦ୍ଧା ସଇଁତିରିଶ୍ ଜଣ।


ଯିରୁଶାଲମରେ ଦାଉଦଙ୍କର ଏହି ପୁତ୍ରମାନେ ଜନ୍ମ ହୋଇଥିଲେ। ବତ୍‌ଶୂୟାଙ୍କଠାରୁ ଗ୍ଭରି ସନ୍ତାନ ଜନ୍ମ ହୋଇଥିଲେ। ବତ୍‌ଶୂୟା ଅମ୍ମୀୟେଲଙ୍କ ଝିଅ ଥିଲେ। ଶିମିୟ, ଶୋବବ୍, ନାଥନ ଓ ଶଲୋମନ୍।


ସେମାନେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରତ୍ୟେକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।”


ହିତ୍ତୀୟ ଊରିୟ, ଅହଲୟର ପୁତ୍ର ସାବଦ୍;


ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ଢା ଛୁଆ ବ୍ୟତୀତ ଆଉ କିଛି ନ ଥିଲା। ସେ ମଧ୍ୟ ତାକୁ କିଣି ପାଳୁଥିଲା। ତା’ ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା। ମେଣ୍ଢା ଛୁଆଟି ତା'ର ନିଜ ତୁଣ୍ଡରୁ ଆହାର ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତା'ର କୋଳରେ ମଧ୍ୟ ଶୟନ କଲା। ସେହି ମେଣ୍ଢା ଛୁଆଟି ସେ ଗରିବ ଲୋକଟିର ଝିଅପରି ବଢ଼ିଲା।


ମାଖାତୀୟର ପୌତ୍ର ଅହ‌ସ୍‌ବୟର ପୁତ୍ର ଇଲୀଫେଲଟ୍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ,


ସଦାପ୍ରଭୁଙ୍କ ପ୍ରୀତି ନିମନ୍ତେ ଦାଉଦ ସର୍ବଦା ଯଥାର୍ଥ କାର୍ଯ୍ୟ କରୁଥିଲେ। କେବଳ ହିତ୍ତୀୟ ଉରିୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ନିଜ ଜୀବନ କାଳରେ ସଦାପ୍ରଭୁଙ୍କ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।


ତୁମ୍ଭ ହୃଦୟରେ ସେହି ସୁନ୍ଦର ସ୍ତ୍ରୀର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।


Swiv nou:

Piblisite


Piblisite