2 ଶାମୁୟେଲ 11:5 - ପବିତ୍ର ବାଇବଲ5 କିନ୍ତୁ ବତ୍ଶେବା ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ମୁଁ ଗର୍ଭବତୀ ହୋଇଛି।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ସେ ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, “ମୁଁ ଗର୍ଭବତୀ ହୋଇଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି। Gade chapit la |