2 ଶାମୁୟେଲ 11:8 - ପବିତ୍ର ବାଇବଲ8 ତା'ପରେ ଦାଉଦ ଊରିୟକୁ କହିଲେ ଠିକ୍ ଅଛି, “ବର୍ତ୍ତମାନ ତୁମ୍ଭେ ଗୃହକୁ ଯାଇ ବିଶ୍ରାମ ନିଅ।” ତା'ପରେ ଊରିୟ ରାଜାଙ୍କ ପାଖରୁ ଗ୍ଭଲିଗଲା। ରାଜା ଊରିୟଙ୍କ ପାଖକୁ କିଛି ଉପହାର ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ଦାଉଦ ଊରୀୟକୁ କହିଲେ, ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର। ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଖାଦ୍ୟଦ୍ରବ୍ୟ ଗଲା। Gade chapit laଓଡିଆ ବାଇବେଲ8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତା’ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା। Gade chapit la |
ଲୋଟ ସେମାନଙ୍କୁ କହିଲେ, “ହେ ମହାଶୟଗଣ ମୋର ଗୃହକୁ ଆସିବା ହେଉନ୍ତୁ ଏବଂ ମୁଁ ଆପଣମାନଙ୍କର ସେବା କରିବି। ଆପଣମାନେ ପାଦ ଧୋଇ ମୋର ଗୃହକୁ ଆସନ୍ତୁ ଏବଂ ଏହିଠାରେ ରାତ୍ରିଯାପନ କରନ୍ତୁ। ଏହା ପରେ ଆସନ୍ତାକାଲି ଆପଣମାନେ ଶୀଘ୍ର ଉଠିବେ ଏବଂ ଆପଣମାନଙ୍କର ଯାତ୍ରା ଗ୍ଭଲୁ ରଖିବେ।” ସ୍ୱର୍ଗଦୂତମାନେ ଉତ୍ତର ଦେଲେ, “ନାଁ, ଆମ୍ଭେମାନେ ଏହି ନଗର ଚୌରାହରେ ସମସ୍ତ ରାତ୍ରି ଯାପନ କରିବୁ।”