Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:12 - ପବିତ୍ର ବାଇବଲ

12 ତୁମ୍ଭେ ବ‌‌ତ୍‌‌ଶେବା ସହିତ ଗୋପନରେ ଶୟନ କଲ, କିନ୍ତୁ ମୁଁ ତୁମ୍ଭକୁ ଦଣ୍ତ ଦେବି ସମସ୍ତ ଇସ୍ରାଏଲଙ୍କ ସମ୍ମୁଖରେ ଯେପରି ସମସ୍ତ ଲୋକ ଏହା ଦେଖି ପାରିବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ସୂର୍ଯ୍ୟ ସମ୍ମୁଖରେ କରିବା।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’”

Gade chapit la Kopi




2 ଶାମୁୟେଲ 12:12
7 Referans Kwoze  

ଏହା ପରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶାଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇସ୍ରାଏଲୀୟମାନେ ଏହା ଦେଖିଲେ।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଗ୍ଭରରେ ଆଣିବେ।


ତେବେ ମୋର ସ୍ତ୍ରୀ ପରପୁରୁଷର ଖାଦ୍ୟ ରାନ୍ଧିପାରେ, ଅନ୍ୟ ଜଣେ ପୁରୁଷ ତାକୁ ଶଯ୍ୟା ସଙ୍ଗିନୀ କରିବ।


ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ୱରଙ୍କଠାରୁ ଲୁଗ୍ଭଇପାରେ।


Swiv nou:

Piblisite


Piblisite