2 ଶାମୁୟେଲ 12:13 - ପବିତ୍ର ବାଇବଲ13 ଦାଉଦ ନାଥନକୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ଅପରାଧ କରିଅଛି।” ନାଥନ ଦାଉଦଙ୍କୁ କହିଲେ, “ଏଥିରେ ସଦାପ୍ରଭୁ ତୁମ୍ଭର ଅପରାଧ କ୍ଷମା କରିଅଛନ୍ତି, ତୁମ୍ଭେ ମରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। ଏଥିରେ ନାଥନ ଦାଉଦଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ। Gade chapit laଓଡିଆ ବାଇବେଲ13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ। Gade chapit la |
ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”