2 ଶାମୁୟେଲ 12:15 - ପବିତ୍ର ବାଇବଲ15 ତା'ପରେ ନାଥନ ଗୃହକୁ ଫେରିଗଲେ। ସଦାପ୍ରଭୁ ଊରିୟର ସ୍ତ୍ରୀଠାରୁ ଜନ୍ମ ଦାଉଦର ସନ୍ତାନକୁ ଅତ୍ୟନ୍ତ ପୀଡ଼ିତ କରି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଅନନ୍ତର ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟ; ପୀଡ଼ିତ ହେଲା। Gade chapit laଓଡିଆ ବାଇବେଲ15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା। Gade chapit la |