2 ଶାମୁୟେଲ 12:17 - ପବିତ୍ର ବାଇବଲ17 ଦାଉଦଙ୍କ ପରିବାରର ବୟସ୍କମାନେ ଦାଉଦଙ୍କୁ ଭୂମିରୁ ଉଠାଇବାକୁ ଗ୍ଭହିଁଲେ। କିନ୍ତୁ ଦାଉଦ ଉଠିଲେ ନାହିଁ କି ସେମାନଙ୍କ ସହିତ ଭୋଜନ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଥିରେ ତାଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ସମ୍ମତ ହେଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ। Gade chapit laଓଡିଆ ବାଇବେଲ17 ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ। Gade chapit la |