2 ଶାମୁୟେଲ 12:22 - ପବିତ୍ର ବାଇବଲ22 ଦାଉଦ କହିଲେ, “ପିଲାଟି ବଞ୍ଚିଥିବା ସମୟରେ ମୁଁ ଖାଇବାକୁ ମନାକଲି କାରଣ ମୁଁ କ୍ରନ୍ଦନ କଲି, ‘ଯଦି ପରମେଶ୍ୱରଙ୍କୁ ମୋର ଦୁଃଖ ଜଣାଏ କାଳେ ସେ ମୋ’ ଉପରେ ଦୟା କରିବେ ଏବଂ ପିଲାଟିକୁ ବଞ୍ଚିବାକୁ ଦେବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେ କହିଲେ, ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ। Gade chapit laଓଡିଆ ବାଇବେଲ22 ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ। Gade chapit la |