Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:23 - ପବିତ୍ର ବାଇବଲ

23 କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁଁ କାହିଁକି ଆଉ ଉପବାସ କରିବି। ମୁଁ କ’ଣ ପିଲାଟିର ଜୀବନ ଫେରାଇ ଆଣି ପାରିବି। ଦିନେ ମୁଁ ତା’ ନିକଟକୁ ଯିବି କିନ୍ତୁ ସେ ମୋ’ ନିକଟକୁ ଆସି ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି ? ମୁଁ କି ତାକୁ ଫେରାଇ ଆଣି ପାରିବି ? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।”

Gade chapit la Kopi




2 ଶାମୁୟେଲ 12:23
6 Referans Kwoze  

ଯାକୁବର ପୁତ୍ରକନ୍ୟାଗଣ ତାଙ୍କୁ ଆରାମ ଦେବାକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ୱନା ପାଇବାକୁ ମନା କଲେ। ଯାକୁବ କହିଲେ, “ମୋର ମୃତ୍ୟୁ ପର୍ଯ୍ୟନ୍ତ ମୋର ପୁତ୍ର ପାଇଁ ମୁଁ ଦୁଃଖ କରିବି।” ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।


ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ ପ୍ରବେଶ କରିବ।”


ମୁଁ ଜାଣେ ତୁମ୍ଭେ ମୃତ୍ୟୁ ଆଡ଼କୁ କଢ଼ାଇ ଦେବ। ପ୍ରତ୍ୟେକ ଜୀବିତ ବ୍ୟକ୍ତି ନିଶ୍ଚୟ ମରିବେ।


ମୁଁ ସେହି ସ୍ଥାନକୁ ଯିବି ଯେଉଁଠାରୁ କେହି କେବେ ଫେରେ ନାହିଁ। ଯାହା ମୃତ୍ୟୁ ଓ ଅନ୍ଧକାର ଅଟେ।


“ମୁଁ ପାର୍ଥିବ ମଣିଷ ପରି ମୃତ୍ୟୁବରଣ କରିବାକୁ ଯାଉଛି। ଏଣୁ ତୁମ୍ଭେ ବଳବାନ୍ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।


Swiv nou:

Piblisite


Piblisite