2 ଶାମୁୟେଲ 12:24 - ପବିତ୍ର ବାଇବଲ24 ତା'ପରେ ଦାଉଦ ବତ୍ଶେବାକୁ ସାନ୍ତ୍ୱନା ଦେଲେ ଓ ତାଙ୍କ ସହିତ ଯୌନ ସମ୍ପର୍କ ରଖିଲେ ଓ ସେ ଗର୍ଭବତୀ ହେଲେ ଓ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କୁ ପ୍ରେମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ଵନା କଲେ ଓ ତାହା କତିକି ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ। Gade chapit laଓଡିଆ ବାଇବେଲ24 ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ। Gade chapit la |
ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।