Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:29 - ପବିତ୍ର ବାଇବଲ

29 ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ।

Gade chapit la Kopi

ଓଡିଆ ବାଇବେଲ

29 ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।

Gade chapit la Kopi




2 ଶାମୁୟେଲ 12:29
3 Referans Kwoze  

ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ରିତ କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ। ନୋହିଲେ ମୁଁ ଏହାକୁ ହସ୍ତଗତ ଓ ମୋ’ ନାମାନୁସାରେ ଖ୍ୟାତ କରିବି।”


ସେ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ତାହା ଏକ ମହଣ ପରିମିତ ସୁନା ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଖଚିତ ହୋଇଥିଲା। ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ମଧ୍ୟ ସେହି ନଗରରୁ ଲୁଟ୍ କରି ବହୁମୂଲ୍ୟ ସାମଗ୍ରୀ ନେଇଗଲେ।


ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ।


Swiv nou:

Piblisite


Piblisite