Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:4 - ପବିତ୍ର ବାଇବଲ

4 “ତା'ପରେ ଜଣେ ଯାତ୍ରୀ ଆସିଲେ ଓ ସେହି ଧନୀ ଲୋକଙ୍କୁ ଦେଖିଲେ। ତହିଁରେ ସେହି ଧନୀ ଲୋକଟି, ତା’ ନିକଟକୁ ଆସିଥିବା ଅତିଥି ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେଇ ମେଣ୍ଢା ଖାଇବାକୁ ଦେବାକୁ ଇଚ୍ଛା କଲା ନାହିଁ। ମାତ୍ର ସେହି ଦରିଦ୍ର ଲୋକଟିର ମେଣ୍ଢା ଛୁଆଟିକୁ ନେଇ ଅତିଥିଙ୍କ ପାଇଁ ରାନ୍ଧିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏକ ସମୟରେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, ତହିଁରେ ସେ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକି ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।

Gade chapit la Kopi

ଓଡିଆ ବାଇବେଲ

4 ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”

Gade chapit la Kopi




2 ଶାମୁୟେଲ 12:4
6 Referans Kwoze  

ପ୍ରତ୍ୟେକ ବ୍ୟକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ।


ସେ ଲୋକ ଅନାଇ ନଗରର ଛକରେ ସେହି ପଥିକକୁ ବସିଥିବାର ଦେଖିଲା, ଏବଂ ସେହି ବୃଦ୍ଧ ଲୋକଜଣକ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଅଛ? ତୁମ୍ଭେ କେଉଁଠାକୁ ଯାଉଅଛ?”


ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ଢା ଛୁଆ ବ୍ୟତୀତ ଆଉ କିଛି ନ ଥିଲା। ସେ ମଧ୍ୟ ତାକୁ କିଣି ପାଳୁଥିଲା। ତା’ ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା। ମେଣ୍ଢା ଛୁଆଟି ତା'ର ନିଜ ତୁଣ୍ଡରୁ ଆହାର ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତା'ର କୋଳରେ ମଧ୍ୟ ଶୟନ କଲା। ସେହି ମେଣ୍ଢା ଛୁଆଟି ସେ ଗରିବ ଲୋକଟିର ଝିଅପରି ବଢ଼ିଲା।


ଏ କଥା ଶୁଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପୁଣି ଦାଉଦ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।


Swiv nou:

Piblisite


Piblisite