Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:6 - ପବିତ୍ର ବାଇବଲ

6 ସେ ଏପରି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଣ୍ଢାର ଗ୍ଭରିଗୁଣ ଫେରାଇ ଦେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

6 ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”

Gade chapit la Kopi




2 ଶାମୁୟେଲ 12:6
7 Referans Kwoze  

“ଜଣେ ବ୍ୟକ୍ତି ପାଇଁ କ’ଣ ଦଣ୍ଡ ଅଛି ଯିଏ ଗୋରୁ କିମ୍ବା ମେଷ ଗ୍ଭେରି କରେ, ଯଦି ସେ ତାକୁ ହତ୍ୟା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫେରାଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳରେ ପାଞ୍ଚୋଟି ଗୋରୁ, ଏବଂ ଏକ ମେଷ ବଦଳରେ ଗ୍ଭରୋଟି ମେଷ ଦେବ।


ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”


ମାତ୍ର ଯଦି ଧରାପଡ଼େ, ତେବେ ତାକୁ ସାତଗୁଣ ଫେରାଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ହେବ।


ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।


ସେହି ଲୋକ ଜଣକ ସେହି ପଶୁ ପାଇଁ ଅର୍ଥ ଦେବାକୁ ପଡ଼ିବ। ଯଦି ସେ ଅର୍ଥ ପୈଠ କରେ, ସେହି ପଶୁ ପାଇଁ, ତେବେ ସେ ତା'ର ମୃତ ଦେହକୁ ରଖିବା ପାଇଁ ଅନୁମତି ଦେବ।


ସେ ଯେଉଁଥିପାଇଁ ଗୋଟିଏ ମିଥ୍ୟା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସମ୍ପୂର୍ଣ୍ଣ ଫେରାଇ ଦେବା ଉଚିତ୍। ଏସବୁ ସେ କରିବ ଯେଉଁ ଦିନ ସେ ଦୋଷୀ ବୋଲି ସାବ୍ୟସ୍ତ ହେବ ଓ ସେହି ଦିନ ସେ ଗ୍ରହିତାକୁ ଦ୍ରବ୍ୟ ଦେବ।


ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।”


Swiv nou:

Piblisite


Piblisite