Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:13 - ପବିତ୍ର ବାଇବଲ

13 ଯଦି ତୁମ୍ଭେ ଏହା କର, ମୁଁ ଲଜ୍ଜାରୁ କେବେ ମୁକ୍ତ ହୋଇ ପାରିବି ନାହିଁ। ଏବଂ ଇସ୍ରାଏଲରେ ତୁମ୍ଭେ ଜଣେ ସାଧାରଣ ଦୋଷୀ ରୂପେ ବିବେଚିତ ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି ? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”

Gade chapit la Kopi




2 ଶାମୁୟେଲ 13:13
4 Referans Kwoze  

ଦେଖ, ଏଠାରେ ମୋର ଝିଅ, ଯେ କି କୁମାରୀ ଅଛି। ଏବଂ ଏହିଠାରେ ତା'ର ଉପପତ୍ନୀ ଅଛି। ମୁଁ ସେମାନଙ୍କୁ ଆଣି ଦେଉଛି, ଯାହା ତୁମ୍ଭମାନଙ୍କର ଇଚ୍ଛା ତାହା ହିଁ କର। ମାତ୍ର ଏ ଲୋକଙ୍କ ପ୍ରତି ଏପରି ଜଘନ୍ୟ କାର୍ଯ୍ୟ କର ନାହିଁ।”


ସେ ମୋର ସ୍ତ୍ରୀ, କିନ୍ତୁ ସେ ମଧ୍ୟ ମୋର ଭଉଣୀ। ସେ ହେଉଛି ମୋ’ ବାପାଙ୍କର ଏକ ଝିଅ। କିନ୍ତୁ ସେ ମୋ’ ମା’ର ଝିଅ ନୁହେଁ।


ଦେଖ, ମୋର ଦୁଇଟି କୁମାରୀ କନ୍ୟା ଅଛନ୍ତି। ମୁଁ ସେମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭେମାନେ ଯାହା ଇଚ୍ଛା ସେମାନଙ୍କ ପ୍ରତି କର। କିନ୍ତୁ ସେହି ଲୋକମାନଙ୍କୁ କିଛି କର ନାହିଁ। ସେମାନେ ମୋ’ ଗୃହରେ ଅତୀଥି ଥିବାରୁ ମୁଁ ସେମାନଙ୍କୁ ସୁରକ୍ଷା ଦେବି।”


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃ ଗୃହର ଦ୍ୱାର ନିକଟକୁ ଆଣିବେ। ଆଉ ନଗରସ୍ଥ ଲୋକମାନେ ତାକୁ ପଥର ପିଙ୍ଗି ହତ୍ୟା କରିବେ। କାରଣ ପିତୃଗୃହରେ ଯୌନକ୍ରିୟା ଜନିତ ପାପ ବ୍ୟଭିଗ୍ଭର କରିବାରୁ ସେ ଇସ୍ରାଏଲ ମଧ୍ୟରେ ଦୁଷ୍କର୍ମ କଲା। ଏହି ଉପାୟରେ ତୁମ୍ଭେମାନେ ଇସ୍ରାଏଲରୁ ଦୁଷ୍କର୍ମ ଦୂର କରିବା ଉଚିତ୍।


Swiv nou:

Piblisite


Piblisite