2 ଶାମୁୟେଲ 13:15 - ପବିତ୍ର ବାଇବଲ15 ତା'ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତଦପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍, ଯା। Gade chapit laଓଡିଆ ବାଇବେଲ15 ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତା’ଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍, ଯା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା। Gade chapit la |