Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:16 - ପବିତ୍ର ବାଇବଲ

16 ସେଥିରେ ସେ କହିଲା, “ମୋତେ ଏହିପରି ଅବସ୍ଥାରେ ଦୂରେଇ ଦିଅ ନାହିଁ। ତୁମ୍ଭେ ମୋ’ ପ୍ରତି ବର୍ତ୍ତମାନ ଯାହା କଲ, ତା'ଠାରୁ ମଧ୍ୟ ଏହା ଅଧିକରୁ ଅଧିକ ମନ୍ଦ ହେବ।” କିନ୍ତୁ ସେ ତା'ର କଥାକୁ ଶୁଣିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେ କହିଲା, ସେପରି ନ ହେଉ; କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତଦପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ। ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।

Gade chapit la Kopi




2 ଶାମୁୟେଲ 13:16
2 Referans Kwoze  

ତା'ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”


ତା'ପରେ ଅମ୍ନୋନ ତା'ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।”


Swiv nou:

Piblisite


Piblisite