Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:17 - ପବିତ୍ର ବାଇବଲ

17 ତା'ପରେ ଅମ୍ନୋନ ତା'ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, ଏଟାକୁ ଆମ୍ଭ କତିରୁ ବାହାର କରି ତାହା ପଛେ କବାଟରେ ଅର୍ଗଳ ଦିଅ।

Gade chapit la Kopi

ଓଡିଆ ବାଇବେଲ

17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”

Gade chapit la Kopi




2 ଶାମୁୟେଲ 13:17
2 Referans Kwoze  

ସେଥିରେ ସେ କହିଲା, “ମୋତେ ଏହିପରି ଅବସ୍ଥାରେ ଦୂରେଇ ଦିଅ ନାହିଁ। ତୁମ୍ଭେ ମୋ’ ପ୍ରତି ବର୍ତ୍ତମାନ ଯାହା କଲ, ତା'ଠାରୁ ମଧ୍ୟ ଏହା ଅଧିକରୁ ଅଧିକ ମନ୍ଦ ହେବ।” କିନ୍ତୁ ସେ ତା'ର କଥାକୁ ଶୁଣିଲା ନାହିଁ।


ତେଣୁ ଅମ୍ନୋନଙ୍କର ଦାସ ତାକୁ ଘରୁ ବାହାର କରି କବାଟ ବନ୍ଦ କରି ଦେଲା। ତାମର ଏକ ଦୀର୍ଘ ଛାପାବସ୍ତ୍ର ପିନ୍ଧି ଥିଲା, କାରଣ ଅନୁଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି।


Swiv nou:

Piblisite


Piblisite