2 ଶାମୁୟେଲ 13:20 - ପବିତ୍ର ବାଇବଲ20 ତୁମ୍ଭ ସହିତ ତୁମ୍ଭର ଭାଇ ଅମ୍ନୋନ ଅଛି କି? “ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ, ଏ ବିଷୟରେ ଚିନ୍ତା କରି ବ୍ୟତିବ୍ୟସ୍ତ ହୁଅ ନାହିଁ।” ଏହା ପରେ ସେ ନିଜର ସହୋଦର ଅବଶାଲୋମର ଗୃହରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସେଠାରେ ବାସ କଲା ଓ ଏକାକୀ ଥିଲା ଓ ଉଦାସ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ ପଚାରିଲା, ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ସଂସର୍ଗ କରିଅଛି? ହେଉ, ଆମ୍ଭ ଭଗିନୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ। ତଦବଧି ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା। Gade chapit laଓଡିଆ ବାଇବେଲ20 ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି ? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା। Gade chapit la |