Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:27 - ପବିତ୍ର ବାଇବଲ

27 ମାତ୍ର ଅବଶାଲୋମ ବଳାଇବାରୁ ରାଜା ଅମ୍ନୋନକୁ ଓ ସବୁ ରାଜ ପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ଅବଶାଲୋମ ବଳାଇବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।

Gade chapit la Kopi




2 ଶାମୁୟେଲ 13:27
3 Referans Kwoze  

ଏଥିରେ ଅବଶାଲୋମ କହିଲା, “ଯଦି ଆପଣ ଆସୁନାହାନ୍ତି, ତେବେ ମୋର ଭାଇ ଅମ୍ନୋନକୁ ଆମ ସଙ୍ଗରେ ଯିବାକୁ ଅନୁମତି ଦିଅନ୍ତୁ।” ରାଜା ତାଙ୍କୁ କହିଲେ, “ସେ କାହିଁକି ତୁମ୍ଭ ସଙ୍ଗେ ଯିବ?”


ଏହା ପରେ ଅବଶାଲୋମ ନିଜର ସେବକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, “ଅମ୍ନୋନକୁ ଜଗି ଥାଅ, ଯେତେବେଳେ ସେ ଟିକେ ମାତାଲ ହେବ, ଦ୍ରକ୍ଷାରସରୁ ଉତ୍ତମ ଅନୁଭବ କରିବ, ମୋ’ ଆଦେଶ ଅନୁକରଣ କରି ତାକୁ ହତ୍ୟା କର। ଭୟ କର ନାହିଁ, ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ, ବଳବାନ୍ ଏବଂ ସାହସୀ ହୁଅ।”


Swiv nou:

Piblisite


Piblisite