Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:30 - ପବିତ୍ର ବାଇବଲ

30 ସେମାନେ ବାଟରେ ଥିଲେ। ଦାଉଦ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ଵାଦ ଉପସ୍ଥିତ ହେଲା ଯେ, ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।

Gade chapit la Kopi

ଓଡିଆ ବାଇବେଲ

30 ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”

Gade chapit la Kopi




2 ଶାମୁୟେଲ 13:30
3 Referans Kwoze  

ଅବଶାଲୋମର ଲୋକମାନେ ଗଲେ ଓ ଅବଶାଲୋମର ଆଜ୍ଞାନୁସାରେ ଅମ୍ନୋନକୁ ହତ୍ୟା କଲେ। ତେଣୁ ରାଜପୁତ୍ରମାନେ ସମସ୍ତେ ଉଠି ପ୍ରତ୍ୟେକ ନିଜ ନିଜ ଖଚର ଉପରେ ଚଢ଼ି ପଳାଇଲେ।


ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ନିଜ ନିଜର ବସ୍ତ୍ର ଚିରି ତାହାଙ୍କ ନିକଟରେ ଠିଆ ହେଲେ।


ଯେତେବେଳେ ଯିପ୍ତହ ଦେଖିଲେ ତାଙ୍କର କନ୍ୟା ଯେ କି ପ୍ରଥମେ ଗୃହରୁ ବାହାର ହୋଇ ତାଙ୍କୁ ଦେଖା ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, “ହେ ମୋର କନ୍ୟା! ତୁମ୍ଭେ ମୋତେ ଧ୍ୱଂସ କରିଦେଲ। ତୁମ୍ଭେ ମୋର ଦୁଃଖର କାରଣ ହେଲ, କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ପ୍ରତିଜ୍ଞା ଫେରାଇ ନେଇପାରିବି ନାହିଁ।”


Swiv nou:

Piblisite


Piblisite