Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:33 - ପବିତ୍ର ବାଇବଲ

33 ଏଣୁ ସମସ୍ତ ରାଜପୁତ୍ର ମରିଛନ୍ତି ବୋଲି ମୋର ପ୍ରଭୁ, ମହାରାଜ ମନରେ ନ ଘେନନ୍ତୁ। କାରଣ କେବଳ ଅମ୍ନୋନ ମରିଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।

Gade chapit la Kopi

ଓଡିଆ ବାଇବେଲ

33 ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”

Gade chapit la Kopi




2 ଶାମୁୟେଲ 13:33
2 Referans Kwoze  

ଶିମିୟି ରାଜାଙ୍କୁ କହିଲା, “ହେ ସଦାପ୍ରଭୁ ମୋର ପ୍ରଭୁ, ମୁଁ କରିଥିବା ପାପ ବିଷୟରେ ଚିନ୍ତା କର ନାହିଁ। ଆପଣ ଯିରୁଶାଲମରୁ ଗଲାପରେ ମୁଁ ଯେଉଁ କୁକର୍ମ କରିଛି ତାହାକୁ ସ୍ମରଣ କରନ୍ତୁ ନାହିଁ।


ଏଥି ମଧ୍ୟରେ ଅବଶାଲୋମ ପଳାୟନ କରିଥିଲା। ଏହି ସମୟରେ ଜଣେ ପ୍ରହରୀ ନଗରର ପ୍ରାଚୀର ଉପରେ ଛିଡ଼ା ହୋଇଥିଲା। ସେ ଦେଖିଲା, ବହୁତ ଗୁଡ଼ିଏ ଲୋକ ପର୍ବତର ଅନ୍ୟ ପାର୍ଶ୍ୱରୁ ଆସୁଛନ୍ତି।


Swiv nou:

Piblisite


Piblisite