Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:35 - ପବିତ୍ର ବାଇବଲ

35 ତେଣୁ ଯୋନାଦବ୍, ରାଜା ଦାଉଦଙ୍କୁ କହିଲା, “ଦେଖ ମୁଁ ଠିକ୍ କହୁଅଛି, ଦେଖ, ରାଜାଙ୍କର ପୁତ୍ରମାନେ ଆସୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତହିଁରେ ଯୋନାଦବ୍ ରାଜାଙ୍କୁ କହିଲା, ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।

Gade chapit la Kopi

ଓଡିଆ ବାଇବେଲ

35 ତହିଁରେ ଯୋନାଦବ୍‍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତହିଁରେ ଯୋନାଦବ୍‍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”

Gade chapit la Kopi




2 ଶାମୁୟେଲ 13:35
2 Referans Kwoze  

ଏଥି ମଧ୍ୟରେ ଅବଶାଲୋମ ପଳାୟନ କରିଥିଲା। ଏହି ସମୟରେ ଜଣେ ପ୍ରହରୀ ନଗରର ପ୍ରାଚୀର ଉପରେ ଛିଡ଼ା ହୋଇଥିଲା। ସେ ଦେଖିଲା, ବହୁତ ଗୁଡ଼ିଏ ଲୋକ ପର୍ବତର ଅନ୍ୟ ପାର୍ଶ୍ୱରୁ ଆସୁଛନ୍ତି।


ଏହା କହି ସାରିବା ପରେ ରାଜକୁମାରଗଣ ଆସି ସେଠାରେ ପହଞ୍ଚି ଗଲେ ଏବଂ ସେମାନେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ୟ କାନ୍ଦିବାକୁ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।


Swiv nou:

Piblisite


Piblisite