2 ଶାମୁୟେଲ 13:4 - ପବିତ୍ର ବାଇବଲ4 ସେ ଅମ୍ନୋନକୁ ପଗ୍ଭରିଲା, “ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଛ। ତୁମ୍ଭେ ମୋତେ କ’ଣ ତାହା କହିବ ନାହିଁ?” ତା'ପରେ ଅମ୍ନୋନ କହିଲା, “ମୁଁ ଅବଶାଲୋମର ଭଉଣୀ ତାମରକୁ ଭଲ ପାଏ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଣୁ ସେ ଅମ୍ନୋନକୁ ପଚାରିଲା, ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ? ଏଥିରେ ଅମ୍ନୋନ ତାହାକୁ କହିଲା, ମୁଁ ମୋର ଭ୍ରାତା ଅବଶାଲୋମର ଭଗିନୀ ତାମର ପ୍ରତି କାମାସକ୍ତ ଅଟେ। Gade chapit laଓଡିଆ ବାଇବେଲ4 ଏଣୁ ଯୋନାଦବ୍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ’ଣ ତାହା କହିବ ନାହିଁ ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଯୋନାଦବ୍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।” Gade chapit la |