Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:6 - ପବିତ୍ର ବାଇବଲ

6 ରାଜା ଦେଖିବାକୁ ଆସିବା ସମୟରେ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା। ଅମ୍ନୋନ କହିଲା, “ମୋ’ ଭଉଣୀ ତାମରକୁ ଆସିବାକୁ ଦିଅନ୍ତୁ ଏବଂ ସେ ମୋ’ ଆଗରେ ଦୁଇଟି ପିଠା କରିବ, ତା'ପରେ ମୁଁ ସେଗୁଡ଼ିକ ତା’ ହାତରୁ ଖାଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ସେ ମୋʼ ଆଗରେ ଦୁଇଟି ପିଠା କରିବ, ତହିଁରେ ମୁଁ ତାହା ହାତରେ ଖାଇବି।

Gade chapit la Kopi

ଓଡିଆ ବାଇବେଲ

6 ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋ’ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋ’ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”

Gade chapit la Kopi




2 ଶାମୁୟେଲ 13:6
4 Referans Kwoze  

ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।”


ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”


ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର। ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ଦୟାକରି ମୋର ଭଉଣୀ ତାମରକୁ ମୋ’ ପାଖକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦିଅନ୍ତୁ। ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”


ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।”


Swiv nou:

Piblisite


Piblisite