Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:7 - ପବିତ୍ର ବାଇବଲ

7 ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।

Gade chapit la Kopi

ଓଡିଆ ବାଇବେଲ

7 ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”

Gade chapit la Kopi




2 ଶାମୁୟେଲ 13:7
3 Referans Kwoze  

ରାଜା ଦେଖିବାକୁ ଆସିବା ସମୟରେ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା। ଅମ୍ନୋନ କହିଲା, “ମୋ’ ଭଉଣୀ ତାମରକୁ ଆସିବାକୁ ଦିଅନ୍ତୁ ଏବଂ ସେ ମୋ’ ଆଗରେ ଦୁଇଟି ପିଠା କରିବ, ତା'ପରେ ମୁଁ ସେଗୁଡ଼ିକ ତା’ ହାତରୁ ଖାଇବି।”


ଯେତେବେଳେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା, ସେତେବେଳେ ସେ ଶଯ୍ୟାରେ ଥିଲା। ତେଣୁ ତାମର ଚକଟା ମଇଦା ନେଇ ଦଳି ଅମ୍ନୋନ ଦେଖୁଥିବା ବେଳେ ପିଠା ପ୍ରସ୍ତୁତ କରି ତାକୁ ପାକ କଲା।


ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।


Swiv nou:

Piblisite


Piblisite