Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:15 - ପବିତ୍ର ବାଇବଲ

15 ମୋର ପ୍ରଭୁ ଓ ମହାରାଜ ମୁଁ ଏହି କଥାଗୁଡ଼ିକ କହିବାକୁ ଆପଣଙ୍କ ନିକଟକୁ ଆସିଲି କାରଣ ଲୋକମାନେ ମୋତେ ଭୟ ଦେଖାଇଲେ। ତେଣୁ ନିଜକୁ ଭାବିଲି, ‘ମୁଁ ମହାରାଜାଙ୍କୁ କହିବି, ହୋଇପାରେ, ମହାରାଜ ମୋତେ ସାହାଯ୍ୟ କରି ପାରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।

Gade chapit la Kopi

ଓଡିଆ ବାଇବେଲ

15 ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।

Gade chapit la Kopi




2 ଶାମୁୟେଲ 14:15
3 Referans Kwoze  

ଆମ୍ଭେମାନେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭେମାନେ ଭୂମିରେ ଢଳା ହୋଇଥିବା ପାଣି ପରି, ଯାହାକି ପୁନର୍ବାର ସଂଗ୍ରହ ହୋଇ ପାରିବ ନାହିଁ। ପରମେଶ୍ୱର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସେମାନଙ୍କ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ୟରେ ଦୌଡ଼ି ପଳାନ୍ତି।


ରାଜା ମୋର କଥା ଶୁଣିବେ ଏବଂ ଯେଉଁମାନେ ମୋତେ ଏବଂ ମୋର ପୁତ୍ରକୁ ମାରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କ କବଳରୁ ମୋତେ ରକ୍ଷା କରିବେ।’ ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦେଇଥିବା ଅଧିକାରରୁ ବଞ୍ଚିତ କରିବେ ନାହିଁ।


ଯଦି ହଠାତ୍ କିଛି ଭୟଙ୍କର ଘଟଣା ଘଟେ ଓ ଜଣେ ନିରୀହ ବ୍ୟକ୍ତି ପ୍ରାଣ ହରାଏ, ପରମେଶ୍ୱର କ’ଣ ନିର୍ଦ୍ଦୋଷର ମୃତ୍ୟୁରେ କେବଳ ହସି ପାରିବେ?


Swiv nou:

Piblisite


Piblisite