Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:16 - ପବିତ୍ର ବାଇବଲ

16 ରାଜା ମୋର କଥା ଶୁଣିବେ ଏବଂ ଯେଉଁମାନେ ମୋତେ ଏବଂ ମୋର ପୁତ୍ରକୁ ମାରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କ କବଳରୁ ମୋତେ ରକ୍ଷା କରିବେ।’ ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦେଇଥିବା ଅଧିକାରରୁ ବଞ୍ଚିତ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ଵରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀକି ରକ୍ଷା କରିବାକୁ ମନୋଯୋଗ କରିବେ।

Gade chapit la Kopi

ଓଡିଆ ବାଇବେଲ

16 ଯେଉଁ ଲୋକ ମୋତେ ଓ ମୋ’ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’

Gade chapit la Kopi




2 ଶାମୁୟେଲ 14:16
6 Referans Kwoze  

ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’


ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ଯାକୁବ ତାଙ୍କର ଅଧିକାରର ବାଣ୍ଟ।


ମୋର ପ୍ରଭୁ ଓ ମହାରାଜ ମୁଁ ଏହି କଥାଗୁଡ଼ିକ କହିବାକୁ ଆପଣଙ୍କ ନିକଟକୁ ଆସିଲି କାରଣ ଲୋକମାନେ ମୋତେ ଭୟ ଦେଖାଇଲେ। ତେଣୁ ନିଜକୁ ଭାବିଲି, ‘ମୁଁ ମହାରାଜାଙ୍କୁ କହିବି, ହୋଇପାରେ, ମହାରାଜ ମୋତେ ସାହାଯ୍ୟ କରି ପାରନ୍ତି।


ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ, ତୁମ୍ଭେ ଇସ୍ରାଏଲର ଗୁରୁତ୍ୱପୂର୍ଣ୍ଣ ନଗରକୁ ଧ୍ୱଂସ କରିବାକୁ ଖୋଜୁଅଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ୱଂସ କରିବାକୁ ଇଚ୍ଛା କରୁଅଛ?”


ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।


ଯେତେବେଳେ ରାଜା ଯାହା କହନ୍ତି ତାହା ନିୟମ ହୋଇଯାଏ। ତେଣୁ ତା'ର ବିଗ୍ଭର ସ୍ୱଚ୍ଛ ହେବା ଉଚିତ୍।


Swiv nou:

Piblisite


Piblisite