Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:18 - ପବିତ୍ର ବାଇବଲ

18 ରାଜା ଦାଉଦ ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭକୁ କେତେକ ପ୍ରଶ୍ନ ପଗ୍ଭରିବି। ତୁମ୍ଭେ ତା'ର ଉତ୍ତର ଦେବ।” ସ୍ତ୍ରୀଲୋକଟି କହିଲା, “ହେ ମୋର ପ୍ରଭୁ, ଆପଣଙ୍କର ପ୍ରଶ୍ନ ପଗ୍ଭରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକି କହିଲେ, ଭଲା ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼଠାରୁ ଗୋପନ କରିବ ନାହିଁ। ତହୁଁ ସେହି ସ୍ତ୍ରୀ କହିଲା, ମୋର ପ୍ରଭୁ ମହାରାଜ କହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋ’ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼ ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”

Gade chapit la Kopi




2 ଶାମୁୟେଲ 14:18
5 Referans Kwoze  

ଆଉ ମୁଁ ତୁମ୍ଭ ସହିତ କଥା ହୋଇଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତେବେ ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଗ୍ଭଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ’ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହାହେଲେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’


ତତ୍ପରେ ସିଦିକିୟ ରାଜା ଲୋକ ପଠାଇ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କୁ ଅଣାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ତୃତୀୟ ପ୍ରବେଶ ଦ୍ୱାର ଦେଇ ରାଜାଙ୍କ ନିକଟକୁ ଆସିଲେ। ଆଉ ରାଜା ଯିରିମିୟଙ୍କୁ କହିଲେ, “ମୁଁ ତୁମ୍ଭକୁ କିଛି ପ୍ରଶ୍ନ ପଗ୍ଭରିବି, ତୁମ୍ଭେ କୌଣସି କଥା ଗୋପନ ନ ରଖି ସତ ସତ କହିବ।”


ମୁଁ ଜାଣେ ମୋର ମୁନିବଙ୍କର କଥା, ନିଶ୍ଚିତ ଭାବରେ ମୋତେ ବିଶ୍ରାମ ଦେବ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ୱରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭୁଲ୍ ଏବଂ ସଦାପ୍ରଭୁ ଆପଣଙ୍କର ପରମେଶ୍ୱର ସର୍ବଦା ଆପଣଙ୍କ ପାଖରେ ଅଛନ୍ତି।”


ରାଜା କହିଲେ, “ଯୋୟାବ କ’ଣ ତୁମ୍ଭକୁ ଏପରି କହିବାକୁ କହିଥିଲେ?” ସେହି ସ୍ତ୍ରୀଲୋକଟି ଉତ୍ତର ଦେଲା, “ହେ ମୋର ପ୍ରଭୁ ରାଜା, ଆପଣଙ୍କ ଜୀବିତ ଥିବା ଯାଏ, ଆପଣ ଯାହା କହନ୍ତି ସବୁ ଠିକ୍। ଆପଣଙ୍କର ଅଧିକାରୀ ଯୋୟାବ ମୋତେ ଏପରି କହିବାକୁ କହିଥିଲେ।


Swiv nou:

Piblisite


Piblisite