Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:5 - ପବିତ୍ର ବାଇବଲ

5 ତହିଁରେ ରାଜା ପଗ୍ଭରିଲେ, “କ’ଣ ତୁମ୍ଭର ଅସୁବିଧା କରୁଛି?” ସେ ଉତ୍ତର ଦେଲା, “ମୁଁ ସତ୍ୟ କହୁଅଛି ମୁଁ ବିଧବା ସ୍ତ୍ରୀ, ମୋର ସ୍ୱାମୀ ମରିଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ରାଜା ତାହାକୁ କହିଲେ, ତୁମ୍ଭର କଅଣ ହେଲା? ସେ ଉତ୍ତର କଲା, ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ଵାମୀ ମରିଯାଇଛି।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା ?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋ’ ସ୍ୱାମୀ ମରିଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।

Gade chapit la Kopi




2 ଶାମୁୟେଲ 14:5
6 Referans Kwoze  

ପରମେଶ୍ୱର ସେହି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ୱରଙ୍କର ଦୂତ ସ୍ୱର୍ଗରୁ ହାଗାରକୁ କହିଲେ, “କ’ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସେହି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି।


ତହୁଁ ତକୋୟର ସେହି ସ୍ତ୍ରୀ ଜଣକ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁଣ୍ଡମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”


ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ। ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ। ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।


ଏହା ପରେ ତାମର ଗୃହକୁ ଗଲା ଓ ତା'ର ମୁହଁ ସର୍ବଦା ଲୁଗ୍ଭଇ ରଖିଲା ଏବଂ ସେ ପୁନର୍ବାର ବିଧବା ବସ୍ତ୍ର ପରିଧାନ କଲା।


Swiv nou:

Piblisite


Piblisite