2 ଶାମୁୟେଲ 14:6 - ପବିତ୍ର ବାଇବଲ6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ। ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ। ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା। Gade chapit laଓଡିଆ ବାଇବେଲ6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା। Gade chapit la |
ବର୍ତ୍ତମାନ ମୋର ପୁରା ପରିବାର ମୋର ବିରୁଦ୍ଧାଚରଣ କରୁଛନ୍ତି। ସେମାନେ ମୋତେ କହିଲେ, ‘ତୁମ୍ଭେ ସେ ପୁତ୍ରକୁ ଆଣି ଦିଅ ଯେ ତା'ର ଭାଇକୁ ମାରିଅଛି। ଆମ୍ଭେମାନେ ତାକୁ ହତ୍ୟା କରିବୁ। କାରଣ ସେ ତା'ର ଭାଇକୁ ହତ୍ୟା କଲା।’ ମୋ’ ପୁଅ ହେଉଛି ମୋର ଶେଷ ଅଗ୍ନିଶିଖା। ଯଦି ସେମାନେ ତାକୁ ହତ୍ୟା କରନ୍ତି, ତେବେ ସେହି ଅଗ୍ନିଶିଖା ଜଳି ଲିଭିଯିବ। ସେ ତା'ର ବାପାର ସମ୍ପତ୍ତି ପାଇବାର ଏକମାତ୍ର ଜୀବିତ ଉତ୍ତରାଧିକାରୀ ପୁତ୍ର। ଯଦି ସେମାନେ ତାକୁ ହତ୍ୟା କରନ୍ତି, ତେବେ ସେହି ସମ୍ପତ୍ତି ଅନ୍ୟ ଜଣକୁ ଦିଆଯିବ ଏବଂ ତା'ପରେ ମୋର ସ୍ୱାମୀର ନାମ ଏହି ଦେଶରୁ ଲିଭିଯିବ।”