2 ଶାମୁୟେଲ 15:11 - ପବିତ୍ର ବାଇବଲ11 ଯେଉଁ 200 ଲୋକ ଅବଶାଲୋମ ଦ୍ୱାରା ନିମନ୍ତ୍ରିତ ହୋଇଥିଲେ, ସେମାନେ ତାଙ୍କ ସହିତ ଯିରୁଶାଲମ ପରିତ୍ୟାଗ କଲେ। ସେମାନେ ଜାଣି ନ ଥିଲେ କ’ଣ ତାଙ୍କର ଯୋଜନା। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ। Gade chapit laଓଡିଆ ବାଇବେଲ11 ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ। Gade chapit la |