Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:15 - ପବିତ୍ର ବାଇବଲ

15 ରାଜାଙ୍କର କର୍ମଗ୍ଭରୀମାନେ ଦାଉଦ ରାଜାଙ୍କୁ କହିଲେ, “ଆପଣ ଯାହା କହିବେ ଆମ୍ଭେ ତାହା କରିବାକୁ ପ୍ରସ୍ତୁତ ଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”

Gade chapit la Kopi




2 ଶାମୁୟେଲ 15:15
8 Referans Kwoze  

ଯେ ଅନେକ ମିତ୍ର କରେ, ସେମାନେ ତାଙ୍କର ବିନାଶର କାରଣ ହୋଇପାରନ୍ତି। ମାତ୍ର ଜଣେ ପ୍ରେମକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଟ ହୋଇ ରହନ୍ତି।


ତୁମ୍ଭେ ଯଦି ମୋ’ କହିବା ଅନୁଯାୟୀ କାମ କର, ତେବେ ତୁମ୍ଭେମାନେ ମୋର ବନ୍ଧୁ।


ଏଥିରେ ଦାଉଦ ତାଙ୍କ ସହିତ ଥିବା ସମସ୍ତ ଦାସ ଯେଉଁମାନେ ଯିରୁଶାଲମରେ ଥିଲେ ତାଙ୍କୁ କହିଲେ ଯେ, “ଆମ୍ଭେମାନେ ଏଠାରୁ ପଳାଇବା, ନଚେତ୍ ଅବଶାଲୋମ ଆମ୍ଭକୁ କାହାରିକୁ ଛାଡ଼ିବ ନାହିଁ। ଆଉ ସେ ଆମ୍ଭମାନଙ୍କୁ ଧ୍ୱଂସ କରିବ ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ହତ୍ୟା କରିବ।”


ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ।


ସାହାଯ୍ୟକାରୀ ଯୁବକ ଯୋନାଥନଙ୍କୁ କହିଲା, “ତୁମ୍ଭେ ଯାହା ଭଲ ଭାବୁଛ କର ଏବଂ ତୁମ୍ଭ ସହିତ ସାରାପଥରେ ଅଛି।”


ତେବେ ସୀବଃ ରାଜାଙ୍କୁ କହିଲା, “ମୁଁ ଆପଣଙ୍କର ଦାସ ଆପଣଙ୍କର ଆଜ୍ଞାକୁ ମୁଁ ଅକ୍ଷରେ ଅକ୍ଷରେ ପାଳନ କରିବି। ଯାହା ଆପଣଙ୍କର ଆଦେଶ ହେବ।” ତେଣୁ ମଫୀବୋଶତ୍ ସର୍ବଦା ରାଜାଙ୍କ ପାଖରେ ତାଙ୍କର ପୁତ୍ର ତୁଲ୍ୟ ସର୍ବଦା ଭୋଜନ କରି ରହିଲେ।


Swiv nou:

Piblisite


Piblisite