Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:16 - ପବିତ୍ର ବାଇବଲ

16 ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। ପୁଣି ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପନିୀ ଛାଡ଼ିଗଲେ।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ।

Gade chapit la Kopi




2 ଶାମୁୟେଲ 15:16
12 Referans Kwoze  

“ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।


ଦାଉଦ ଯିରୁଶାଲମସ୍ଥ ଆପଣା ଗୃହକୁ ଆସିଲେ। ପୁଣି ରାଜା ଆପଣାର ଦଶ ଉପପତ୍ନୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ। ବର୍ତ୍ତମାନ ସେ ଅନ୍ୟ ଏକ ଗୃହରେ ପ୍ରହରୀମାନଙ୍କ ଦ୍ୱାରା ଜଗାଇଲେ। ସେ ସେମାନଙ୍କୁ ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ ଦଶାରେ ରହିଲେ।


ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।


“ସଦାପ୍ରଭୁ ଏ କଥା କହନ୍ତି, ‘ମୁଁ ତୁମ୍ଭ ବିରୁଦ୍ଧରେ ବିପତ୍ତି ଆଣିବାକୁ ଯାଉଅଛି ଏବଂ ଏବା ତୁମ୍ଭ ପରିବାରରୁ ଆସିବ। ମୁଁ ତୁମ୍ଭର ସ୍ତ୍ରୀମାନଙ୍କୁ ନେଇଯିବି ଓ ତୁମ୍ଭର ଅତି ନିଜର ଲୋକକୁ ଦେବି। ସେ ସେମାନଙ୍କ ସହିତ ଶୟନ କରିବ ଏବଂ ପ୍ରତ୍ୟେକ ତାହା ଜାଣିବେ।


ଅବୀଗଲ ଶୀଘ୍ର ଗଧପିଠିରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ ତାଙ୍କ ସହିତ ପାଞ୍ଚ ଜଣ ଅନୁଚରୀ ଯୁବତୀଙ୍କୁ ସଙ୍ଗରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲେ।


ବର୍ତ୍ତମାନ ମୁଁ ଆଣିଥିବା ଭେଟି, ଦୟାକରି ତୁମ୍ଭର ଲୋକମାନଙ୍କୁ ଦିଅ।


ବାରକ୍ କେଦଶ ସହରର ସବୂଲୂନ୍ ପରିବାରବର୍ଗ ଓ ନପ୍ତାଲିର ଲୋକମାନଙ୍କୁ ଏକତ୍ରିତ କରିଥିଲେ। ଅତଏବ, ସେ 10,000 ସୈନ୍ୟ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।


ରାଜାଙ୍କର କର୍ମଗ୍ଭରୀମାନେ ଦାଉଦ ରାଜାଙ୍କୁ କହିଲେ, “ଆପଣ ଯାହା କହିବେ ଆମ୍ଭେ ତାହା କରିବାକୁ ପ୍ରସ୍ତୁତ ଅଛୁ।”


ରାଜା ଗ୍ଭଲି ଗଲେ ଓ ତାଙ୍କ ପଛେ ପଛେ ସମସ୍ତ ଲୋକ ଗଲେ। ସେମାନେ ଶେଷ ମୁଣ୍ଡରେ ଥିବା ଗୃହରେ ଅଟକି ଗଲେ।


ଧନୀ ଲୋକର ବହୁତ ଗାଈ, ବଳଦ ଓ ମେଣ୍ଢାପଲ ଥିଲା।


ତେଣୁ ବର୍ତ୍ତମାନ ଅବଶାଲୋମକୁ ଆମ୍ଭେ ଯାହାକୁ ରାଜା କରିଥିଲୁ ସେ ବର୍ତ୍ତମାନ ମୃତ। ସେ ଯୁଦ୍ଧରେ ମୃତ୍ୟୁବରଣ କଲେ। ତେଣୁ ଆମ୍ଭେମାନେ ଦାଉଦଙ୍କୁ ଆଉଥରେ ଆମ୍ଭମାନଙ୍କର ରାଜା କରିବୁ।”


Swiv nou:

Piblisite


Piblisite