2 ଶାମୁୟେଲ 15:2 - ପବିତ୍ର ବାଇବଲ2 ଅବଶାଲୋମ ପ୍ରତ୍ୟୁଷରୁ ଉଠି ରାଜ ଦ୍ୱାରର ପଥପାର୍ଶ୍ୱରେ ଆସି ଠିଆ ହୁଏ। ଯେତେବେଳେ କୌଣସି ଲୋକ ରାଜାଙ୍କ ନିକଟକୁ ବିଗ୍ଭର ନ୍ୟାୟ ପାଇବା ପାଇଁ ଆସିଲେ, ଅବଶାଲୋମ ତାଙ୍କୁ ପ୍ରଥମେ ପଗ୍ଭରିଲା, “ତୁମ୍ଭେ କେଉଁ ନଗରରୁ ଆସିଛ?” ସେ ଲୋକ ଉତ୍ତର ଦେଲା, “ମୁଁ ଇସ୍ରାଏଲର ଏହି ଗୋଷ୍ଠୀୟ ଲୋକ ଅଟେ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ଵାରର ପଥ ପାର୍ଶ୍ଵରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, ତୁମ୍ଭେ କେଉଁ ନଗରର ଲୋକ? ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ, Gade chapit laଓଡିଆ ବାଇବେଲ2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ ?” ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,” Gade chapit la |