Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:22 - ପବିତ୍ର ବାଇବଲ

22 ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାଙ୍କର ସମସ୍ତ ଲୋକ ଏବଂ ତାଙ୍କ ସହିତ ଥିବା ସମସ୍ତ ବାଳକ ମଧ୍ୟ ଅଗ୍ରସର ହୋଇଗଲେ ଓ କିଦ୍ରୋଣ ନଦୀ ପାର ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ଦାଉଦ ଇତ୍ତୟକୁ କହିଲେ, ତେବେ ଯାଅ, ଅଗ୍ରସର ହୁଅ। ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ। ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।

Gade chapit la Kopi




2 ଶାମୁୟେଲ 15:22
2 Referans Kwoze  

ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର ଦେଇ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜା ଜୀବିତ ଥିବା ପ୍ରମାଣେ, ମୁଁ ଆପଣଙ୍କ ସହିତ ରହିବି। ମୁଁ ଆପଣଙ୍କର ଦାସ। ଜୀବନରେ ବା ମୃତ୍ୟୁରେ ମୁଁ ଆପଣଙ୍କ ସହିତ ରହିବି।”


ସମସ୍ତ ଲୋକ ଉଚ୍ଚ ସ୍ୱରରେ ଚିତ୍କାର କଲେ। ରାଜା ମଧ୍ୟ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ନଦୀ ପାର ହୋଇ ମରୁଭୂମିରେ ପ୍ରବେଶ କଲେ।


Swiv nou:

Piblisite


Piblisite