2 ଶାମୁୟେଲ 15:26 - ପବିତ୍ର ବାଇବଲ26 କିନ୍ତୁ ଯଦି ସଦାପ୍ରଭୁ ମୋ’ ଉପରେ ସଦୟ ନୁହନ୍ତି ବୋଲି କହନ୍ତି, ତେବେ ସେ ଯାହା ଗ୍ଭହିଁବେ ମୋ’ ଉପରେ ତାହା କରି ପାରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ, ଯେବେ ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ। Gade chapit laଓଡିଆ ବାଇବେଲ26 ‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।” Gade chapit la |
ଆପଣଙ୍କର ସଦାପ୍ରଭୁ ପରମେଶ୍ୱର ପ୍ରଶଂସିତ ହୁଅନ୍ତୁ। ସେ ଆପଣଙ୍କଠାରେ ପ୍ରସନ୍ନ ଅଟନ୍ତି ଓ ଆପଣଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ସେ ଆପଣଙ୍କୁ ଏହି ସିଂହାସନରେ ଉପବିଷ୍ଟ କରାଇଅଛନ୍ତି। ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ପ୍ରେମ କରନ୍ତି ଓ ଅନନ୍ତକାଳ ନିମନ୍ତେ ଇସ୍ରାଏଲର ସପକ୍ଷ ଅଟନ୍ତି। ସେଥିନିମନ୍ତେ ସଦାପ୍ରଭୁ ଉତ୍ତମ ଓ ଯଥାର୍ଥ କର୍ମ କରିବା ନିମନ୍ତେ ଆପଣଙ୍କୁ ଇସ୍ରାଏଲର ରାଜା କରିଅଛନ୍ତି।”