Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:27 - ପବିତ୍ର ବାଇବଲ

27 ରାଜା ଯାଜକ ସାଦୋକକୁ କହିଲେ, “ତୁମ୍ଭେ ଜଣେ ସିଦ୍ଧ ପୁରୁଷ। ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଅହୀମାସ୍ ଓ ଅବିୟାଥରର ପୁତ୍ର ଯୋନାଥନ ନିରାପଦରେ ନଗରକୁ ଫେରିଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।

Gade chapit la Kopi

ଓଡିଆ ବାଇବେଲ

27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।

Gade chapit la Kopi




2 ଶାମୁୟେଲ 15:27
11 Referans Kwoze  

ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐ‌ନ୍‌ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା'ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।


ଶାଉଲ ଗ୍ଭକରକୁ କହିଲେ, “ଏହା ଏକ ଉତ୍ତମ ବୁଦ୍ଧି। ଗ୍ଭଲ ଯିବା,” ତା'ପରେ ସେମାନେ ପରମେଶ୍ୱରଙ୍କ ଲୋକଙ୍କ ନଗରକୁ ଯାତ୍ରା ଆରମ୍ଭ କଲେ। ଶାଉଲ ଏବଂ ଗ୍ଭକର ପାର୍ବତ୍ୟାଞ୍ଚଳ ଦେଇ ଯାତ୍ରା କଲେ। ସେମାନେ ଯିବା ରାସ୍ତାରେ କେତେକ ଯୁବତୀଙ୍କୁ ଦେଖିଲେ। ଯୁବତୀମାନେ ପାଣି ନେବା ପାଇଁ ଆସିଥିଲେ। ଶାଉଲ ଓ ତାଙ୍କ ଗ୍ଭକର ଯୁବତୀମାନଙ୍କୁ ପଗ୍ଭରିଲେ, “ଧର୍ମାତ୍ମା ଏଠାରେ ଅବସ୍ଥାନ କରୁଛନ୍ତି କି?” (ଅତୀତରେ ଇସ୍ରାଏଲୀୟମାନେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ “ଧର୍ମାତ୍ମା” କହୁଥିଲେ। ଯଦି ସେମାନେ ପରମେଶ୍ୱରଙ୍କଠାରୁ କିଛି ମାଗିବା ପାଇଁ ଗ୍ଭହୁଁଥିଲେ, ସେମାନେ କହିଲେ, “ଆସ ଧର୍ମାତ୍ମା ନିକଟକୁ ଯିବା।”)


ଏମାନେ ସମସ୍ତେ ହେମନଙ୍କର ପୁତ୍ରଗଣ ଥିଲେ। ହେମନ ଦାଉଦଙ୍କ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ହେମନଙ୍କୁ ବଳବାନ କରିବେ। ତେଣୁ ହେମନଙ୍କର ଅନେକ ପୁତ୍ର ଜାତ ହେଲେ। ପରମେଶ୍ୱର ହେମନଙ୍କୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।


ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟ‌ଦ୍‌ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।


ସେଠାରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ସାଦୋକର ପୁତ୍ର ଅହୀମାସ ଓ ଅବିୟାଥର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋ’ ପାଖକୁ ଖବର ଦେବ।”


କିନ୍ତୁ ତୁମ୍ଭେ ଯଦି ଯିରୁଶାଲମକୁ ଫେରିଯାଅ, ତୁମ୍ଭେ ଅହୀଥୋଫଲର ଉପଦେଶକୁ ହତାଶ କରିପାର। ତେବେ ଅବଶାଲୋମକୁ କୁହ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ଅଟେ, ମୁଁ ଆପଣଙ୍କର ପିତାଙ୍କର ସେବା କଲି, ବର୍ତ୍ତମାନ ମୁଁ ଆପଣଙ୍କର ସେବା କରିବି।’


ଗ୍ଭକର କହିଲା, “ଏ ସହରରେ ଜଣେ ପରମେଶ୍ୱରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ୟ‌ଦ୍‌ବାଣୀ ସତ ହୁଏ। ଗ୍ଭଲ, ସେଠାକୁ ଯିବା, ପରମେଶ୍ୱରଙ୍କ ଲୋକ ଆମ୍ଭକୁ ଗଧମାନଙ୍କର ସନ୍ଧାନ ଦେଇପାରନ୍ତି।”


ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିୟାଥରର ପୁତ୍ର ଯୋନାଥନ ସେଠାରେ ପହଞ୍ଚିଲା। ଅଦୋନିୟ, “ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ୟ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।”


ନପ୍ତାଲିରେ ଅହୀମାସ୍ ଶାସକ ଥିଲେ ଯିଏ କି ଶଲୋମନଙ୍କର କନ୍ୟା ବାସମ‌ତ୍‌କୁ ବିବାହ କରିଥିଲା।


ଅହୀଟୂବ୍ ସାଦୋକଙ୍କ ପିତା ଥିଲେ। ସାଦୋକ୍ ଅହୀମାସଙ୍କ ପିତା ଥିଲେ।


ଏହା ପରେ ସାଦୋକର ପୁତ୍ର ଅହୀମାସ ଯୋୟାବଙ୍କୁ କହିଲେ, “ମୁଁ ଧାଇଁବି ଏବଂ ରାଜାଙ୍କୁ କହିବି ଯେ, ସଦାପ୍ରଭୁ ତାଙ୍କର ଶତ୍ରୁମାନଙ୍କୁ ଧ୍ୱଂସ କରିଛନ୍ତି।”


Swiv nou:

Piblisite


Piblisite