Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:7 - ପବିତ୍ର ବାଇବଲ

7 ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କୁ କହିଲେ, “ଦୟାକରି ମୋତେ ହିବ୍ରୋଣକୁ ମୋର ଶପଥ ପୁରଣ କରିବା ପାଇଁ ଯିବାକୁ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଚାଳିଶ ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି ଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।

Gade chapit la Kopi




2 ଶାମୁୟେଲ 15:7
10 Referans Kwoze  

ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ ଏବଂ ଦୁଷ୍ଟତାରୂପକ ସୃଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ। ଆମ୍ଭର ପ୍ରଶଂସା ଗାନ ଯେପରି ଊର୍ଦ୍ଧ୍ୱରେ ଶୁଣାଯିବ, ସେଥିପାଇଁ ତୁମ୍ଭେମାନେ ଉପବାସ କରୁ ନାହଁ।


“ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ।


ହେରୋଦ ସେମାନଙ୍କୁ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ପଠାଇଲେ ଓ କହିଲେ, “ତୁମ୍ଭେମାନେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଯାଇ ଶିଶୁଟି ବିଷୟରେ ଯତ୍ନ ଭାବରେ ଖୋଜ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତେବେ ମୋତେ ଜଣାଅ, ତା'ପରେ ମୁଁ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବି।”


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ତାହା କଲେ ବହୁତ ଘୃଣିତ ହୁଏ।


ଏହା ପରେ ଅବଶାଲୋମ ଗଶୂରକୁ ପଳାଇ ସେଠାରେ ତିନି ବର୍ଷ ଧରି ରହିଲା।


ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।


ଦାଉଦଙ୍କର ଅନେକ ପୁତ୍ର ହିବ୍ରୋଣରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପୁତ୍ର ଥିଲେ ଅମ୍ନୋନ୍, ଯିଷ୍ରିୟେଲୀୟାର ତାଙ୍କର ସ୍ତ୍ରୀ ଅହୀନୋୟମଠାରୁ ଜନ୍ମ ହେଲେ।


କର୍ମିଲୀୟ ନାବ‌ଲ୍‌ର ସ୍ତ୍ରୀ ଅବୀଗ‌ଲ୍‌ଙ୍କଠାରୁ ଜନ୍ମ ହେଲେ ଦ୍ୱିତୀୟ ପୁତ୍ର କିଲାବ୍ ଏବଂ ତୃତୀୟ ପୁତ୍ର ହେଲେ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାରର ପୁତ୍ର।


Swiv nou:

Piblisite


Piblisite