Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:13 - ପବିତ୍ର ବାଇବଲ

13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିୟି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତାରେ ଅନୁସରଣ କରୁଥିଲା ଓ ଅଭିଶାପ ଦେଉଥିଲା। ଏବଂ ସେ ତାଙ୍କୁ ପଥର ଫିଙ୍ଗୁଥାଏ ଓ ଧୂଳି ପକାଉ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ଵ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଶାପ ଦେଲା ଓ ତାଙ୍କୁ ପଥର ଓ ଧୂଳି ପକାଇଲା।

Gade chapit la Kopi

ଓଡିଆ ବାଇବେଲ

13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।

Gade chapit la Kopi




2 ଶାମୁୟେଲ 16:13
5 Referans Kwoze  

ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।


ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ।


ଏହା ହୋଇପାରେ ଯେ, ସଦାପ୍ରଭୁ ମୋ’ ପ୍ରତି ଅନ୍ୟାୟ ହେଉଥିବାର ଦେଖିବେ ଏବଂ ଶିମିୟିର ଅଭିଶାପ ବଦଳରେ ସେ ମୋତେ ଆଶୀର୍ବାଦ କରିବେ।”


ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ।


Swiv nou:

Piblisite


Piblisite